www.samajalive.in
Saturday, December 6, 2025
14.1 C
Bhubaneswar

ଗୋଷ୍ଠୀ ସଂଘର୍ଷରୁ ଜାଳିଦେଲେ ଘର, ୧୨ ଆହତ

ବାଙ୍କୀ : ତାଳବସ୍ତ ବନହରା ଆଦିବାସୀ ସାହିରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ଦୁଇ ଗୋଷ୍ଠୀ ମଧ୍ୟରେ ପରସ୍ପର ଟେକାପଥର ମାଡ଼ ପରେ ଘରେ ନିଆଁ ଲଗାଇ ଦେଇଥିଲେ। ଫଳରେ ୪ ବଖରା ଘର ଜଳି ଯାଇଥିବାବେଳେ ଏଥିରେ ୧୨ଜଣ ଆହତ ହୋଇଛନ୍ତି। କାଜୁ ଜଙ୍ଗଲ ନିଲାମକୁ ନେଇ ତାଳବସ୍ତ ବନହରା ଆଦିବାସୀ ସାହିରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା। ପୁଲିସ ୨ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories