www.samajalive.in
Saturday, December 13, 2025
17.1 C
Bhubaneswar

ଲୁଟ୍‌.. ଟଙ୍କା ଝାମ୍ପି ଫେରାର ବେଳେ ନିସ୍ତୁକ ମାଡ ଖାଇଲେ ଲୁଟେରା

ବରଗଡ : ବ୍ୟାଙ୍କରୁ ଗ୍ରାହକଙ୍କ ଠାରୁ ଟଙ୍କା ଝାମ୍ପି ନେଇ ଫେରାର ବେଳେ ଧରା ପଡି ନିସ୍ତୁକ ମାଡ ଖାଇଲେ ଲୁଟେରା । ଅଭିଯୁକ୍ତ ଜଣକ ଟଙ୍କା ଝାମ୍ପି ନେଇ ଫେରାର ବେଳେ ସେଠାରେ ଥିବା ଲୋକେ ଅଭିଯୁକ୍ତକୁ ମାଡି ବସିଥିଲେ। ସହରର ଏସବିଆଇ ମୁଖ୍ୟ ଶାଖାରୁ ଟଙ୍କା ଝାମ୍ପି ନେଇ ଚମ୍ପଟ ବେଳେ ଧରାପଡି ଯାଇଛନ୍ତି । ଜଣେ ଗ୍ରାହକ ପ୍ରାୟ ୭୭ ହଜାର ଟଙ୍କା ଜମା କରିବା ବେଳେ ଝାମ୍ପି ନେଉଥିଲେ ଲୁଟେରା। ଲୁଟେରାକୁ ଧରି ନିସ୍ତୁକ ମାଡ ମାରି ପୁଲିସ ଜିମା ଦେଇଛନ୍ତି ସ୍ଥାନୀୟଲୋକେ । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

ହୃଦଘାତ ହେବାର ୩୦ ଦିନ ପୂର୍ବରୁ ମିଳେ ଏହି ସଙ୍କେତ ଓ ଲକ୍ଷଣ..

ଏହି ତାରିଖରେ ଜନ୍ମ ବ୍ୟକ୍ତି ବିଶେଷଙ୍କୁ ହଠାତ୍‌ ଧନୀ କରିଥାନ୍ତି ଶନିଦେବ: ମିଳେ ବିଶେଷ କୃପା, ବଦଳିଯାଏ ଭାଗ୍ୟ..

- Advertisement -

୩୦ ବର୍ଷ ପରେ.. ଶନିଙ୍କ ସମେତ ଏହି ଶକ୍ତିଶାଳୀ ଗ୍ରହ ଚଳନ; ସୁନାଭଳି ଚମକିବ ଏହି ରାଶିଙ୍କ ଭାଗ୍ୟ, ହେବେ ମାଲାମାଲ୍‌..

ଦେଖନ୍ତୁ ଭିଡିଓ ; ନଦୀରେ ମଜାରେ ଗାଧୋଉଥିଲେ ଯୁବକ, ହାତରେ ଧରି ପକାଇଲେ କୁମ୍ଭୀର, ଆଉ ତା’ପରେ..

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories