www.samajalive.in
Saturday, December 6, 2025
26.1 C
Bhubaneswar

କର୍ମଚାରୀଙ୍କୁ ଆକ୍ରମଣ ଅଭିଯୋଗ

ବାଲେଶ୍ବର: କିଓସ୍କୋ କର୍ମଚାରୀଙ୍କୁ ଦୁବୃର୍ତ୍ତଙ୍କ ଆକ୍ରମଣ ଅଭିଯୋଗ ହୋଇଛି। ସୋମବାର ବିଳମ୍ବିତ ରାତିରେ ଖନ୍ତାପଡା ଥାନା ଅନ୍ତର୍ଗତ ରାହାଣିଆ ଗଞ୍ଜ ନିକଟରେ କିଓସ୍କୋ କର୍ମଚାରୀ ପବିତ୍ର ଲେଙ୍କାଙ୍କୁ କେତେକ ଦୁବୃର୍ତ୍ତ ଆକ୍ରମଣ କରିଥିଲେ। ଆକ୍ରମଣ କରି ତାଙ୍କ ଠାରୁ ୨ଲକ୍ଷ ୮୦ହଜାର ଟଙ୍କା ଓ ଗୋଟିଏ ଲ୍ୟାପଟପ ଛଡାଇ ନେଇଥିଲେ। ଏହି ଘଟଣାକୁ ନେଇ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ ତଦନ୍ତ ଆରମ୍ଭ କରିଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories