www.samajalive.in
Monday, December 15, 2025
15.1 C
Bhubaneswar

୨୪ ଓ ୨୫ରେ ବ୍ୟାଙ୍କ ଧର୍ମଘଟ

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୨୪ ଏବଂ ୨୫ ତାରିଖରେ ବନ୍ଦ ରହିବ ବ୍ୟାଙ୍କ। ବ୍ୟାଙ୍କିଙ୍ଗ କ୍ଷେତ୍ରରେ ୫ ଦିନର କାର୍ଯ୍ୟ ସପ୍ତାହ, ସମସ୍ତ କ୍ୟାଡରରେ ପର୍ଯ୍ୟାପ୍ତ ନିଯୁକ୍ତି, ଅସ୍ଥାୟୀ କର୍ମଚାରୀଙ୍କ ନିଯୁକ୍ତିକୁ ନିୟମିତ କରିବା ଆଦି ୯ ଦଫା ଦାବି ନେଇ ୟୁଏଫବିୟୁ(ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସ) ପକ୍ଷରୁ ରାଜ୍ୟବ୍ୟାପୀ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଛି। ୬ ହଜାର ବ୍ୟାଙ୍କ ଶାଖାର ୩୭ ହଜାର କର୍ମଚାରୀ ଧର୍ମଘଟରେ ସାମିଲ ହେବେ। ତେବେ ମାର୍ଚ୍ଚ ୨୨ ଏବଂ ୨୩ ତାରିଖରେ ଶନିବାର ଓ ରବିବାର ସାପ୍ତାହିକ ଛୁଟି ଥିବାରୁ ୨୫ ତାରିଖ ପର୍ଯ୍ୟନ୍ତ ଲଗାତର ୪ ଦିନ ଯାଏ ବ୍ୟାଙ୍କ ବନ୍ଦ ରହିବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories