www.samajalive.in
Tuesday, December 9, 2025
16.1 C
Bhubaneswar

ମାର୍ଚ୍ଚ ୩୧ ତାରିଖ ରବିବାର ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ : ମାର୍ଚ୍ଚ ୩୧ ତାରିଖ ରବିବାର ଖୋଲା ରହିବ ସମସ୍ତ ବ୍ୟାଙ୍କ । ଏନେଇ ଏକ୍ସରେ ସୂଚନା ଦେଇଛି ରିଜର୍ଭ ବ୍ୟାଙ୍କ । ରିଜର୍ଭ ବ୍ୟାଙ୍କ ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଏକ୍ସରେ ଟ୍ବିଟ୍ କରି କହିଛି କି ୩୧ ମାର୍ଚ୍ଚ ୨୦୨୪ ରବିବାର ହେବା ସତ୍ତ୍ବେ ସମସ୍ତ ବ୍ୟାଙ୍କ ଖୋଲା ରହିବ । ଚଳିତ ଆର୍ଥିକ ବର୍ଷ ୨୦୨୩-୨୪ର ଶେଷ ଦିନ ଯୋଗୁଁ ଏମିତି ନିଷ୍ପତ୍ତି ନିଆଯାଇଛି ।

- Advertisement -

ଆର୍ଥିକ ବର୍ଷ ଶେଷ ହେବା ପୂର୍ବରୁ ଲୋକଙ୍କ ସୁବିଧା ପାଇଁ ବ୍ୟାଙ୍କ, ଆୟକର ବିଭାଗ ଏବଂ ଜିଏସଟି କାର୍ଯ୍ୟାଳୟ ଶନିବାର ଏବଂ ରବିବାର ଖୋଲା ରହିବ । ଏହାଦ୍ୱାରା ଲୋକଙ୍କୁ ଆୟକର ପଇଠ ଏବଂ ଜିଏସଟି ପଇଠ କରିବାରେ ସହଜ ହୋଇଯିବ କହିରଖୁଛୁ ଆୟକର ବିଭାଗ ନିଜ ସମସ୍ତ କାର୍ଯ୍ୟାଳୟ ଖୋଲା ରଖିବା ପାଇଁ ନିଷ୍ପତ୍ତି ନେଇଛି। ବିଭାଗ ଗୁଡ୍ ଫ୍ରାଇଡେ ଛୁଟି ସହିତ ଶନିବାର ଏବଂ ରବିବାର ଛୁଟି ମଧ୍ୟ ରଦ୍ଦ କରିଦେଇଛି ।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories