www.samajalive.in
Monday, December 15, 2025
24.1 C
Bhubaneswar

ବ୍ୟାଙ୍କ କର୍ମଚାରୀଙ୍କ ଦୁଇ ଦିନିଆ ଧର୍ମଘଟ

କଟକ: ବ୍ୟାଙ୍କ କର୍ମଚାରୀମାନେ ଆଜିଠାରୁ ଦୁଇ ଦିନିଆ ଧର୍ମଘଟରେ ଓହ୍ଲାଇଛନ୍ତି । ଦରମା ବୃଦ୍ଧିର ଦାବିରେ ପ୍ରାୟ ୧୦ ଲକ୍ଷରୁ ଅଧିକ ବ୍ୟାଙ୍କ କର୍ମଚାରୀ ଏହି ଧର୍ମଘଟରେ ସାମିଲ ହୋଇଛନ୍ତି । ଧର୍ମଘଟ ଯୋଗୁଁ ବ୍ୟାଙ୍କ କାରବାର ଏକ ରକମ ଠପ୍ ହୋଇଯାଇଛି । ଏହାର ପ୍ରଭାବରେ ସାଧାରଣଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ମେ ୩୦ ଓ ୩୧ ଦୁଇ ଦିନ ବ୍ୟାଙ୍କସେବା ବନ୍ଦ ରହିବ । ଏହି ଧର୍ମଘଟରେ ଭାରତୀୟ ଷ୍ଟେଟ ବ୍ୟାଙ୍କ, କାନାରା ବ୍ୟାଙ୍କ, ବ୍ୟାଙ୍କ ଅଫ୍ ବରୋଦା, ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କର କର୍ମଚାରୀମାନେ ସାମିଲ ହୋଇଛନ୍ତି ।

Hot this week

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

Related Articles

Popular Categories