www.samajalive.in
Sunday, December 7, 2025
26.1 C
Bhubaneswar

ପିକଅପ୍‌‌ ଧକ୍କାରେ ୨ ଛାତ୍ର ମୃତ

ବାଙ୍କୀ : ପିକଅପ୍‌‌ ଧକ୍କାରେ ଚାଳିଗଲା ୨ ଛାତ୍ରଙ୍କ ଜୀବନ। ବାଙ୍କୀ –କଟକ ରାସ୍ତାର ଚକୁଳେଶ୍ୱର ଗାଁରୁ ଉକ୍ତ ଛାତ୍ର ଫେରୁଥିବା ବେଳେ ରଣଶଙ୍ଖ ଠାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ୨ ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କୁ ଏସସିବି ସ୍ଥାନାନ୍ତର କରାଯାଇଛି। ଟିଉସନ ସାରି ବାଇକରେ ଫେରୁଥିବା ବେଳେ ଟ୍ରକ ସହ ଧକ୍କା ହୋଇଥିଲା। ଛାତ୍ର ମୃତ୍ୟୁକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories