www.samajalive.in
Friday, December 5, 2025
23.1 C
Bhubaneswar

ଡ୍ରାମା ଚାଲିଥିବାବେଳେ ୫ ଘରୁ ଲୁଟିନେଲେ ସୁନା ଅଳଙ୍କାର

ବାଙ୍କୀ: ବୈଦେଶ୍ଵର ଥାନା ପୁଇଁଚା ଗାଁରେ ସିରିଜ୍ ଲୁଟ୍ । ଗତକାଲି ବିଳମ୍ବିତ ରାତିରେ ଏଭଳି ଅଘଟଣ ସାମ୍ନାକୁ ଆସିଛି। ଗାଁରେ ଡ୍ରାମା ଚାଲିଥିବାବେଳେ ଘରେ କେହି ନଥିବାର ସୁଯୋଗ ନେଇ ୫ ଜଣଙ୍କ ଦୁର୍ବୃତ୍ତ ଘରେ ପଶିଥିଲେ। ଏବଂ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଚୋରି କରିନେଇଥିବା ଅଭିଯୋଗ ହୋଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories