www.samajalive.in
Monday, December 8, 2025
27.1 C
Bhubaneswar

ବ୍ରହ୍ମପୁରା-କିଆପଲ୍ଲା ସରସ୍ୱତୀ ଶିଶୁ ମନ୍ଦିରରେ ବନ ମହୋତ୍ସବ ପାଳିତ

ବାଙ୍କୀ: ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ସ୍ଥାନୀୟ ବ୍ରହ୍ମପୁରା-କିଆପଲ୍ଲା ସରସ୍ୱତୀ ଶିଶୁ ମନ୍ଦିର ପରିସରରେ ଏକ ବୃକ୍ଷ ରୋପଣ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ବିଦ୍ୟାର୍ଥୀ ମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ବୃକ୍ଷ ରୋପଣ କରିଛନ୍ତି । ପ୍ରକୃତିବନ୍ଧୁ ତଥା ଶିଶୁ ମନ୍ଦିରର ପୂର୍ବତନ ସଭାପତି ସୁଦର୍ଶନ ଦାସ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ବନ ମହୋତ୍ସବ ପାଳନର ଆଭିମୁଖ୍ୟ ପ୍ରଦାନ କରିଛନ୍ତି । ପ୍ରଧାନଆଚାର୍ଯ୍ୟା ତୃପ୍ତିମୟୀ ପଟ୍ଟନାୟକ, ଆଚାର୍ଯ୍ୟ ପବିତ୍ର ବେହେରା, ସୂଚିସ୍ମିତା କୁଣ୍ଡ, ସୁରେନ୍ଦ୍ର ପୃଷ୍ଟି, ପ୍ରତିମା ବେହେରା, ବନଲତା ସିଂହ, କବିତା ବେହେରା, ସୁଜତା ଜେଠୀ, ଦୀପ୍ତିମୟୀ ସେଠୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories