www.samajalive.in
Wednesday, December 10, 2025
14.1 C
Bhubaneswar

ଗୋଷ୍ଠୀ ସଂଘର୍ଷରୁ ବୋମାମାଡ଼, ୬ ଗୁରୁତର

ବାଙ୍କୀ: ବାଙ୍କୀର ଭେଡ଼ା ରାମଚନ୍ଦ୍ରପୁର ଗାଁରେ ଗୋଷ୍ଠୀ ସଂଘର୍ଷରୁ ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ଏହି ବୋମାମାଡ଼ରେ ୬ଜଣ ଗୁରୁତର ହୋଇଛନ୍ତି। ଭେଡ଼ା ରାମଚନ୍ଦ୍ରପୁର ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଥିଲେ। ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀ ଉପରକୁ ବୋମାମାଡ଼ କରିଥିଲେ। ଏହି ବୋମାମାଡ଼ରେ ୬ଜଣ ଗୁରୁତର ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ସଂକଟାପନ୍ନ ହୋଇଛି। ଗୁରୁତର ଆହତଙ୍କୁ ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବାବେଳେ ସଂକଟାପନ୍ନ ଥିବା ୨ଜଣଙ୍କୁ କଟକ ବଡ଼ ମେଡ଼ିକାଲ ସ୍ଥାନାନ୍ତର କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories