www.samajalive.in
Friday, December 12, 2025
17.1 C
Bhubaneswar

ବାଙ୍କୀ ବେଦପୁର ଗାଁରେ ନିର୍ବାଚନ ପରବର୍ତ୍ତି ଗଣ୍ଡଗୋ, ୬ ଆହତ

ବାଙ୍କୀ: ବାଙ୍କୀ ବେଦପରୁ ଗାଁରେ ନିର୍ବାଚନ ପରବର୍ତ୍ତି ଗଣ୍ଡଗୋଳ ଘଟି ୬ଜଣ ଆହତ ହୋଇଛନ୍ତି। ଦୁଇ ଗୋଷ୍ଠୀ ମଧ୍ୟରେ ପିଟାପିଟିରୁ ଚାପା ଉତ୍ତେଜନା ଲାଗି ରହିଛି। ଗାଁ ଲୋକେ ରାସ୍ତାରୋକ କରିଥିବାବେଳେ ଘଟଣାସ୍ଥଳରେ ବାଙ୍କୀ ପୁଲିସ ପହଞ୍ଚି ପରିସ୍ଥିତି ଉପରେ ନଜର ରଖିଛି। ଏଠାରେ ବିଜେଡି ଓ କଂଗ୍ରେସ ମଧ୍ୟରେ ନିର୍ବାଚନକୁ ନେଇ ଗଣ୍ଡଗୋଳ ଜାରି ରହିଛି। ଗତକାଲି ମତଦାନବେଳେ ଉଭୟ ଦଳର ସମର୍ଥକଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏହାକୁ ନେଇ ଆଜି ଉଭୟ ଦଳର ସମର୍ଥକ କଥାକଟି ହୋଇଥିଲେ। ପରବର୍ତ୍ତି ସମୟରେ ଏହା ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା ଏବଂ ଏଥିରେ ୬ଜଣ ଆହତ ହୋଇଥିବା ସୂଚନା ମିଳିଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories