www.samajalive.in
Friday, December 5, 2025
20.1 C
Bhubaneswar

ଟ୍ରାକ୍ଟର ଓଲଟି ଚାଳକ ମୃତ

ବାଙ୍ଗିରିପୋଷି : ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ପଥୁରୀ ଅଞ୍ଚଳରେ ଏକ ଟ୍ରାକ୍ଟର ଓଲଟି ପଡିବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ପ୍ରାପ୍ତ ସୂଚନା ମୁତାବକ, ପଥୁରୀ ଗ୍ରାମର ରବିନ ଦେହୁରୀ (୩୫) ଆଜି ଭୋରରୁ ମାଲିକ ଡାକିବାରୁ ଟ୍ରାକ୍ଟର ନେଇ କାର୍ଯ୍ୟ କରିବାକୁ ଯାଇଥିଲେ। ତେବେ କୌଣସି କାରଣବଶତଃ ରାସ୍ତାରେ ଦୁର୍ଘଟଣାର ଶିକାର ହୋଇଥିଲେ । ଟ୍ରାକ୍ଟରଟି ଏକ ଖାଲରେ ପଡିଯିବାରୁ ରବିନ ଟ୍ରାକ୍ଟର ତଳେ ଚାପି ହୋଇଯାଇଥିଲେ । ଖବର ପାଇ ତାଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ବାଙ୍ଗିରିପୋଷି ପୁଲିସ ଟ୍ରାକ୍ଟର ଜବତ କରି ତଦନ୍ତ ଚଳାଇଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories