www.samajalive.in
Tuesday, December 9, 2025
16.1 C
Bhubaneswar

ନଦୀରେ ଗାଧୋଇବାକୁ ଯାଇ ଯୁବକ ନିଖୋଜ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଅଘଟଣ। ଗାଧୋବାକୁ ଯାଇ ଜଣେ ଯୁବକ କଂସାରୀ ନଈରେ ଭାସି ଯାଇ ନିଖୋଜ ଅଛନ୍ତି। ବାଲୁଗାଁ ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚି ନିଖୋଜ ଯୁବକଙ୍କୁ ଖୋଜିବା ଆରମ୍ଭ କରିଛି। ଆଜି ସକାଳୁ ବାଲୁଗାଁ ଥାନା ବାଙ୍କିଆପଲ୍ଲୀ ଗାଁର ଯୁବକ ଆଶୀର୍ବାଦ ବେହେରା ତାଙ୍କ ସାଙ୍ଗ ମାନଙ୍କ ସହ ନଈକୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତା ବଶତଃ ଆଶୀର୍ବାଦ ଉଛୁଳା ପାଣିରେ ଭାସିଯାଇଥିଲେ। ଅନ୍ୟ ସାଙ୍ଗମାନେ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥଲେ ମଧ୍ୟ ଉଦ୍ଧାର କରିପାରି ନଥିଲେ। ପରେ ଅଗ୍ନିଶମ ବାହିନୀଙ୍କୁ ଖବର କରିଥିଲେ। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଘଟଣା ସ୍ଥଳରେ ବାଲୁଗାଁ ପୁଲିସ ମଧ୍ୟ ଉପସ୍ଥିତ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories