www.samajalive.in
Saturday, December 13, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବାପି ପଣ୍ଡା, ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ଲୋଡ଼ିଲେ

ସମାଜ ଡିଜିଟାଲ ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ଯାତ୍ରା କଳାକାର ଓ କର୍ମଚାରୀ ସଂଘ ସଭାପତି ବାପି ପଣ୍ଡା। ଯାତ୍ରା ଜଗତରେ ଚାଲିଥିବା ବିବାଦ ସମ୍ପର୍କରେ ବାପି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ସହିତ ନିଜ ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ପ୍ରଦାନ ପାଇଁ ଅନୁରୋଧ କରିଛନ୍ତି। ବାପିଙ୍କ ସହିତ ସଂଘ ସମ୍ପାଦକ ଆର. କେ. ହୀରାଲାଲ ଏବଂ ଯାତ୍ରାରୁ ବାସନ୍ଦ ହୋଇଥିବା ହାସ୍ୟାଭିନେତା ନରି ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ। ନରିଙ୍କ ଉପରୁ କଟକଣା ହଟାଇବା ଦିଗରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିବାକୁ ମଧ୍ୟ ବାପି ଅନୁରୋଧ କରିଥିଲେ।

ମୁଖ୍ୟମନ୍ତ୍ରୀ ଏସବୁ ସମସ୍ୟା ବିଷୟରେ ଶୁଣିବା ସହିତ ଏହାକୁ ଗୁରୁତ୍ଵର ସହ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଯାତ୍ରା ଜଗତରେ କୌଣସି ବିବାଦ ସୃଷ୍ଟି ହେଲେ ଏକ ସ୍ଵତନ୍ତ୍ର ନମ୍ବରରେ ଫୋନ କରି ଜଣାଇବାକୁ ମୁଖ୍ୟମନ୍ତ୍ରୀ ବାପିଙ୍କୁ ପରାମର୍ଶ ଦେଇଛନ୍ତି। ଏଥିଲାଗି ଏକ ସ୍ଵତନ୍ତ୍ର ନମ୍ବର ମଧ୍ୟ ଦେଇଛନ୍ତି।

Hot this week

ଭେଣ୍ଟିଲେଟରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆ

ଢାକା: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ବେଗମ ଖାଲେଦା ଜିଆଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ...

ମେସିଙ୍କୁ ଦେଖିବା ପାଇଁ ଏୟାରପୋର୍ଟରେ ଅସମ୍ଭାଳ ଭିଡ; ଦେଖନ୍ତୁ ଭିଡ଼ିଓ

ସମାଜ ଡିଜିଟାଲ ଡେସ୍କ: ତିନି ଦିନିଆ ଭାରତ ଗସ୍ତରେ ଆସି କଲକାତା...

ଜନଗଣନା ପାଇଁ ୧୧,୭୧୮ କୋଟି ଟଙ୍କା ମଞ୍ଜୁର

ନୂଆଦିଲ୍ଲୀ: ଭାରତର ଜନଗଣନା ୨୦୨୭ ପାଇଁ ୧୧,୭୧୮. ୨୪ କୋଟି ଟଙ୍କାର...

ଇଣ୍ଡିଗୋରେ ପୁଣି ସଂକଟ; ୧୬୦ ବିମାନ ବାତିଲ

ନୂଆଦିଲ୍ଲୀ: ବିମାନ ପରିଚାଳନା ବ୍ୟବସ୍ଥା ସ୍ବାଭାବିକ ହେବା ନେଇ ଘରୋଇ ଏୟାରଲାଇନ୍ସ...

ଭାରତରେ ଲିଓନେଲ୍‌ ମେସି

ସମାଜ ଡିଜିଟାଲ ଡେସ୍କ: ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସି...

Related Articles

Popular Categories