www.samajalive.in
Saturday, December 6, 2025
15.1 C
Bhubaneswar

ହାତ ଛାଡ଼ିଲେ ବାପି ସର୍ଖେଲ

ପାରାଦ୍ୱୀପ: ନିର୍ବାଚନ ପୂର୍ବରୁ ରାଜ୍ୟରେ ଦଳ ବଦଳ ଜୋର ଧରିଥିବାବେଳେ ଏବେ କଂ‌ଗ୍ରେସକୁ ଆଉ ଏକ ଝଟ୍‌କା ଲାଗିଛି। ଗୁରୁବାର ଅରିନ୍ଦମ(ବାପି) ସର୍ଖେଲ୍ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ରକୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। କଂଗ୍ରେସ ଛାଡ଼ିବା ପରେ ସେ ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା ଜୋର ଧରିଛି।

- Advertisement -

ଏଠାରେ ସୂଚନାଯୋଗ୍ୟ, କିଛିଦିନ ତଳେ ବାପି ସର୍ଖେଲ୍‌ଙ୍କ ପତ୍ନୀ ମୋନିଦୀପା ବିଜେଡିରେ ସାମିଲ ହୋଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories