www.samajalive.in
Wednesday, December 10, 2025
18.1 C
Bhubaneswar

ବାର୍ ମାଲିକ ଓ ଏଜେଣ୍ଟ ଗିରଫ

ଭୁବନେଶ୍ବର : ଟଙ୍କା ନଦେଇ ୬ ବାର୍ ଗାର୍ଲଙ୍କୁ ଅଟକ ରଖିଥିବା ଅଭିଯୋଗରେ ଜଣେ ବାର ମାଲିକ ଓ ତାଙ୍କ ଏଜେଣ୍ଟଙ୍କୁ ଗିରଫ କରିଛି ଧଉଳି ପୁଲିସ । ଏହା ସହ ବାର୍ ଗାର୍ଲଙ୍କୁ ଉଦ୍ଧାର କରିଛି ପୁଲିସ । ସମସ୍ତ ୬ ବାର୍ ଗାର୍ଲ ବାହାର ରାଜ୍ୟର ବୋଲି ଜଣାପଡିଛି । ସମସ୍ତଙ୍କୁ ସେମାନଙ୍କ ପାଉଣା ନଦେଇ ବାର୍ ମାଲିକ ଲିକ ଶିବ ପ୍ରସାଦ ମଲ୍ଲିକ  ଓ ତାଙ୍କ ଏଜେଣ୍ଟ ସେମାନଙ୍କୁ ଅଟକ ରଖିଥିବା ଅଭିଯୋଗ ହୋଇଥିଲା । ଉଭୟଙ୍କୁ ଗିରଫ କରି ଆଗାମୀ ତଦନ୍ତ ଜାରି ରଖିଛି ପୁଲିସ ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories