www.samajalive.in
Saturday, December 6, 2025
26.1 C
Bhubaneswar

କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ରାଜଧାନୀରେ ବାର୍‍ ସିଲ୍‍

ଭୁବନେଶ୍ୱର : କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ରାଜଧାନୀସ୍ଥିତ ଇନଫୋସିଟି ଥାନା ଅଞ୍ଚଳରେ ଥିବା ଏକ ବାରକୁ ପୁଲିସ ସିଲ କରିଥିବା ସୋମବାର ଜଣାପଡ଼ିଛି। ବାର୍‍ ରେ ଚଢାଉ ପରେ ପୁଲିସର ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କୋଭିଡ ନିୟମ ଉଲ୍ଲଂଘନ କରି ଜନ୍ମଦିନ ଆୟୋଜନ କରିଥିବା ହେତୁ ଉକ୍ତ ବାର୍‍ ଟିକୁ ପୁଲିସ ସିଲ କରିଛି। ଏହି ବାର୍‍ ରେ ଜନ୍ମଦିନ ପାଳନ କରାଯିବା ସମୟରେ କରୋନା ନିୟମ ପାଳନ ନ କରାଯାଇଥିବାରୁ ସିଲ୍‍ ହୋଇଛି ବୋଲି ସୂଚନା ମିଳିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories