www.samajalive.in
Monday, December 15, 2025
26.1 C
Bhubaneswar

ଫ୍ଲଡ୍ ଲାଇଟ୍ ବନ୍ଦ ପ୍ରସଙ୍ଗ: ୧୦ ଦିନରେ ଉତ୍ତର ଦିଅ

କଟକ: ବାରବାଟୀରେ ଓଡିଆଇ ମ୍ୟାଚ୍ ବେଳେ ଫ୍ଲଡ୍ ଲାଇଟ୍ ବନ୍ଦ ହେବା ପ୍ରସଙ୍ଗ।  କ୍ରୀଡା ଓ ଯୁବ ସେବା ପକ୍ଷରୁ ଓସିଏକୁ ସୋ କଜ୍ ନୋଟିସ୍ ଜାରି ହୋଇଛି। କାହିଁକି ମ୍ୟାଚ୍ ବେଳେ ଲାଇଟ୍ ବନ୍ଦ ହେଲା ଉତ୍ତର ରଖିବାକୁ ନିର୍ଦେଶ ରହିଛି। ଏହି ଘଟଣା ପାଇଁ କିଏ ଦାୟୀ ୧୦ ଦିନରେ ଉତ୍ତର ରଖିବାକୁ ନିର୍ଦେଶ ହୋଇଛି। ଗତକାଲି ବାରବାଟୀ ଷ୍ଟାଡ଼ିୟମରେ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ ଚାଲିଥିବାବେଳେ ଫ୍ଲଡ ଲାଇଟ ସମସ୍ୟା ସୃଷ୍ଟି ହୋଇଥିଲା। ଓସିଏ ପୁରୁଣା ପ୍ୟାଭିଲିୟନ ନିକଟରେ ଥିବା ଫ୍ଲଡ ଲାଇଟ୍‌‌ ଅଚଳ ହୋଇଯିବାରୁ ଖେଳ ବାଧାପ୍ରାପ୍ତ ହୋଇଥିଲା। ସପ୍ତମ ଓଭର ଆରମ୍ଭରୁ ଫ୍ଳଡ ଲାଇଟ୍‌ ଲିଭିଯିବାରୁ ଖେଳ ଅଟକିଥିଲା। ଏହା ପରେ ଲାଇଟ୍‌ ଜଳିବାରୁ ଖେଳ ଆରମ୍ଭ ହୋଇଥିଲା।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories