www.samajalive.in
Saturday, December 6, 2025
15.1 C
Bhubaneswar

ବାରବାଟୀ ଟି-୨୦ ପାଇଁ ମକଡ୍ରିଲ୍

ଭୁବନେଶ୍ୱର :  କଟକ ବାରବାଟୀ ଷ୍ଟାଡିୟମରେ ଟି-୨୦ ମ୍ୟାଚ ପୂର୍ବରୁ ମକଡ୍ରିଲ୍ କରାଯାଇଛି । ପ୍ରତିକୂଳ ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ବିଭାଗ ପକ୍ଷରୁ ମକଡ୍ରିଲ ହୋଇଛି । ମକଡ୍ରିଲରେ ପୁଲିସ, ଅଗ୍ନିଶମ କର୍ମଚାରୀ ଓ ସୁରକ୍ଷାକର୍ମୀ ସାମିଲ ହୋଇଥିଲେ । କଟକ ଡିସିପି ପିନାକ ମିଶ୍ର ଉପସ୍ଥିତ ରହି ନିଜେ ସ୍ଥିତି ଅନୁଧ୍ୟାନ କରିଥିଲେ । ଗ୍ୟାଲେରୀରୁ ଆରମ୍ଭ କରି ଖେଳାଳିଙ୍କ ପ୍ରବେଶ ଓ ପ୍ରସ୍ଥାନ ସ୍ଥାନ ଯାଞ୍ଚ କରାଯାଇଛି।

- Advertisement -

ଆସନ୍ତା ୧୨ ତାରିଖରେ ଭାରତ ଓ ଦକ୍ଷିଣ ଆଫିକ୍ରା ମଧ୍ୟରେ ମ୍ୟାଚ୍ ଖେଳାଯିବ। ଏଥିପାଇଁ ଗତକାଲିଠାରୁ ଅନଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ ହୋଇଥିଲା। ତେବେ ଟିକେଟ୍ ବୁକିଂ ସାଇଟ୍ ଖୋଲିବାର ୫ ମିନିଟ୍ ମଧ୍ୟରେ ବିକ୍ରି ପାଇଁ ଉର୍ଦ୍ଦଷ୍ଟ ସମସ୍ତ ୫ ହଜାର ଟିକେଟ୍ ବିକ୍ରି ହୋଇଯାଇଥିଲା। ଏହାକୁ ନେଇ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories