www.samajalive.in
Friday, December 12, 2025
14.1 C
Bhubaneswar

ଆଜିଠୁ ବାରବାଟୀ ଟି-୨୦ ପାଇଁ କାଉଣ୍ଟରରେ ଟିକେଟ୍‌ ବିକ୍ରି; ରାତିରୁ ଲାଗିଛି ଲମ୍ବା ଲାଇନ୍‌

କଟକ: ଆଜିଠୁ ବାରବାଟୀ ଟି-୨୦ ପାଇଁ କାଉଣ୍ଟରରେ ବିକ୍ରି ହେବ ଟିକେଟ୍‌ । ଦର୍ଶମାନେ ଟିକେଟ୍‌ କାଉଣ୍ଟରୁ ଟିକେଟ୍‌ ନେଇ ହେବାକୁ ଥିବା ଟି-୨୦ର ମଜା ନେଇପାରିବେ । ଏଥି ପାଇଁ ମୋଟ୍‌ ୯ଟି କାଉଣ୍ଟରରେ ସକାଳ ୯ଟାରୁ ଟିକେଟ୍‌ ବିକ୍ରି କରିବାକୁ ବ୍ୟବସ୍ଥା କରାଯାଇଛି । ଦର୍ଶକ ମାନେ ଧାଡ଼ିରେ ରହି ଟିକେଟ୍‌ ସଂଗ୍ରହ କରିପାରିବେ । ହେଲେ ଟିକେଟ୍‌ କିଣିବା ପୂର୍ବରୁ ଟିକେଟ୍‌ କାଉଣ୍ଟର ଆଗରେ ଦର୍ଶକଙ୍କ ଲମ୍ବା ଲାଇନ୍‌ ଦେଖିବାକୁ ମିଳିଛି । ଗତକାଲି ରାତିରୁ ବାରବାଟୀରେ ଦର୍ଶକ ମାନେ ଲମ୍ବା ଧାଡ଼ି ଲାଗଇଥିବା ବେଳେ କର୍ତ୍ତୃପକ୍ଷଙ୍କ ପକ୍ଷରୁ ମଧ୍ୟ ଟିକେଟ୍‌ କିଣିବାକୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଟିକେଟ୍‌ କାଉଣ୍ଟରରେ ମହିଳାଙ୍କ ପାଇଁ ଦୁଇଟି ସ୍ୱତନ୍ତ୍ର କାଉଣ୍ଟର କରାଯାଇଛି । ମୋଟ୍‌ ୧୨ହଜାର ୯୩ଟି ଟିକେଟ୍‌ ଦର୍ଶକଙ୍କ ପାଇଁ ଉପଲବ୍ଧ ହେବ ବୋଲି ସୂଚନା ରହିଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories