www.samajalive.in
Saturday, December 13, 2025
23.1 C
Bhubaneswar

ବାରବାଟୀ ର ନବକଳେବର ହେବ :ମୁଖ୍ୟମନ୍ତ୍ରୀ

କଟକ :ଆଗାମୀ ଦିନରେ ବାରବାଟୀର ନବକଳେବର ହେବା ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ।ଆଇପିଏଲ ଢାଞ୍ଚାରେ ଓପିଟିଏଲ୍ କରାଯାଉଥିବାରୁ ମୁଖ୍ୟମନ୍ତ୍ରୀ ଏ ନେଇ ଖୁସି ବ୍ୟକ୍ତ କରିଛନ୍ତି । ଓପିଟିଏଲ୍ ଟ୍ରଫି ଊନ୍ମୋଚନ ଅବସରରେ ମୁଖ୍ୟମନ୍ତ୍ରୀ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ବାରବାଟୀରେ ଚାଲିବ ଓପିଟିଏଲ୍ । ଓପିଟିଏଲ୍ ବିଜେତା ଦଳକୁ ୫୦ ଲକ୍ଷ ଓ ଉପ ବିଜେତାକୁ ୨୫ ଲକ୍ଷ ଟଙ୍କା ମିଳିବ ।
ସୂଚନାଯୋଗ୍ୟଯେ ଓସିଏ ଓ ଆରିଭା ସ୍ପୋର୍ଟ୍ସର ମିଳିତ ଉଦ୍ୟମରେ ହେଉଛି ଓପିଟିଏଲ୍ ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories