www.samajalive.in
Friday, December 5, 2025
23.1 C
Bhubaneswar

କାର୍‌ କାଚ ଭାଙ୍ଗି ୨୦ ଲକ୍ଷ ଲୁଟ୍ !

ବରଗଡ : ବରଗଡ ଗାନ୍ଧୀ ଛକରେ ଅଭାବନୀୟ ଘଟଣା ଘଟିଛି। କାର୍‌ କାଚ ଭାଙ୍ଗି ୨୦ ଲକ୍ଷ ଟଙ୍କା ଲୁଟ୍ ହୋଇଛି। ହୋଟେଲରେ ଖାଇବା ସମୟରେ କିଛି ଦୁର୍ବୁତ୍ତ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। କିଛି ଯୁବକ ଗାନ୍ଧୀ ଛକରେ ଥିବା ଏକ ହୋଟେଲକୁ ଖାଇବାକୁ ଯାଇଥିଲେ। ବରଗଡ ଏସ୍‌ବିଆଇରୁ ୧୫ ଲକ୍ଷ ଏବଂ ଏଟିଏମ୍‌ରୁ ୫ ଲକ୍ଷ ଉଠାଇଥିଲେ। ବ୍ୟକ୍ତିମାନେ କାର୍‌ର ଆଗ ସିଟ୍ ତଳେ ଟଙ୍କା ରଖି ଖାଇବାକୁ ଯାଇଥିଲେ। ଏତିକିବେଳେ କିଛି ଦୁର୍ବୁତ୍ତ ଆସି କାର୍ କାଚ ଭାଙ୍ଗି ଟଙ୍କା ଲୁଟି ନେଇଥିଲେ। ଏ ନେଇ ଯୁବକମାନେ ଥାନାରେ ଅଭିଯୋଗ କରିଥିଲେ। ପରେ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories