www.samajalive.in
Friday, December 5, 2025
23.1 C
Bhubaneswar

ବୃଦ୍ଧ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବରଗଡ : ବରଗଡ ଜିଲ୍ଲା ସଦର ଥାନା ସରସରା ପଞ୍ଚାୟତ ଗଞ୍ଜିହାଟିକରାରେ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳେ ଏକ ଘରୁ ଝୁଲନ୍ତା ଅବସ୍ଥାରେ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ବର୍ତ୍ତମାନ୍ ପର୍ଯ୍ୟନ୍ତ ମିଳିପାରିନାହିଁ। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ସେପଟେ ବରଗଡ ଅତାବିରା ଥାନା କୁମେଲସିଙ୍ଘା ଗାଁରେ ଏକ ବର ଗଛରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ହତ୍ୟା କି ଆତ୍ମହତ୍ୟା , ତାହା ଜଣାପଡିନଥିବାବେଳେ ପୁଲିସ୍‌ ତଦନ୍ତ ଜାରି ରଖିଛି।

Hot this week

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

Related Articles

Popular Categories