www.samajalive.in
Sunday, December 7, 2025
26.1 C
Bhubaneswar

ଗାଡିରୁ ମିଳିଲା ଜେଇଙ୍କ ମୃତଦେହ

ବରଗଡ: ଗାଡିରୁ ମିଳିଲା ଜେଇଙ୍କ ମୃତଦେହ। ବରଗଡ ବରପାଲିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ହଳଦୀ ପାଳି ଛକରେ ବାଟରେ ଯାଉଥିବାବେଳେ ଅଧିକ ଗରମ ହେବାରୁ ଗାଡିରେ ଏସି ଲଗାଇ ଶୋଇପଡିଥିଲେ। ବାଟରୁ ଗାଡି ଭିତରୁ ଯୁବକ ଜଣକ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତକ ଚନ୍ଦ୍ରଶେଖର ଝାଡିଆ ବୋଲି ଜଣାପଡିଛି। ଗାଡି ଭିତରେ ଏସି ସର୍ଟ ସର୍କିଟ୍ ଯୋଗୁଁ ତାଙ୍କର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories