www.samajalive.in
Saturday, December 6, 2025
26.1 C
Bhubaneswar

ମେଲଛାମୁଣ୍ଡା ଥାନା ସାନଜୋରଠାରେ ମର୍ମନ୍ତୁଦ ଦୁର୍ଘଟଣା, ମା’ପୁଅ ସହ ଡ୍ରାଇଭର ମୃତ

ବରଗଡ଼଼: ମେଲଛାମୁଣ୍ଡା ଥାନା ସାନଜୋରଠାରେ ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣାରେ ମା’ପୁଅ ସହ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମେଲଛାମୁଣ୍ଡା ଥାନା ସାନଜୋରଠାରେ ଏକ ଟ୍ରକକୁ ପଛରୁ ଗୋଟିଏ କାର ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ମା’ପୁଅ ସହ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିଲା। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଥିଲେ। ୨ ଗୁରୁତରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories