www.samajalive.in
Sunday, December 14, 2025
19.1 C
Bhubaneswar

ବରଗଡ଼ ଧନୁଯାତ୍ରାର ଆଜି ହେଉଛି ନବମ ଦିବସ

ଡେସ୍କ: ବିଶ୍ୱପ୍ରସିଦ୍ଧ ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାର ଆଜି ହେଉଛି ନବମ ଦିବସ। ଚାଲି ମାସ ୩ ତାରିଖରୁ ଆରମ୍ଭ ହୋଇଥିବା ବରଗଡ଼ ଧନୁଯାତ୍ରାରେ ପ୍ରତ୍ୟେକ ଦିନ ଅଭିନୀତ ହେଉଛି ଅସୁର ରାଜା ମହାପ୍ରତାପୀ କଂସଙ୍କ ଅତ୍ୟାଚାର ଓ ତା ସହିତ ଶ୍ରୀକୃଷ୍ଣଙ୍କ ଲୀଳା।

ଶନିବାର ବରଗଡ଼ ଧନୁଯାତ୍ରାରେ ମହାରାଜ କଂସଙ୍କ ଦରବାରରେ ରାଜ ଅତିଥିମାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଉଛି। ଆଜି ମୁନି ଋଷିଙ୍କ ଉପରେ କଂସଙ୍କ ଅତ୍ୟାଚାର, କୃଷ୍ଣ ବଳରାମଙ୍କ ମଥୁରାରେ ପ୍ରବେଶ ଏବଂ ବିଦାୟ ଉତ୍ସବ ଅଭିନୀତ ହେବ।

- Advertisement -

ଧନୁଯାତ୍ରା ମହୋତ୍ସବର ଅଷ୍ଟମ ଦିନରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବିଧୁଭୂଷଣ ମିଶ୍ର, ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଡିଏଫଓ ଅଂଶୁପ୍ରଜ୍ଞା ଦାଶ, ଏନସିସି ଲ୍ୟୁଟନାଣ୍ଟ କର୍ଣ୍ଣେଲ ବିମଳ ମିଶ୍ର ଏବଂ ଦୁବାଇ ଜୁହାର ପରିବାରର ସଙ୍ଗଠକ ପ୍ରଶାନ୍ତ ମେହେର ରାଜଅତିଥି ଭାବେ ଯୋଗ ଦେଇଥିଲେ। ମହାରାଜ କଂସ ସେମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories