www.samajalive.in
Saturday, December 6, 2025
26.1 C
Bhubaneswar

ଭିଣୋଇକୁ ବିଭତ୍ସ ଭାବେ ହତ୍ୟା କଲା ଶାଳକ

ବରଗଡ଼଼: ବଚସାରୁ ଭିଣୋଇକୁ ବିଭତ୍ସ ଭାବେ ଶାଳକ ହତ୍ୟା କରିଥିବା ସୂଚନା ମିଳିଛି। ବରଗଡ଼଼ ଟାଉନଥାନା ଝୁପୁଡ଼ିପଡ଼ାରେ ଶାଳକର ଆକ୍ରମଣରେ ଭିଣୋଇଙ୍କ ମୃତ୍ୟୁ ହୋଇଛି। ହତ୍ୟାକାଣ୍ଡ ଭିଆଇବା ପରେ ଶାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ ସହ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି। ହତ୍ୟାକାଣ୍ଡ ଭିଆଇଥିବା ଶାଳକକୁ ଗିରଫ କରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିବା ସୂଚନା ମିଳିଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories