www.samajalive.in
Saturday, December 6, 2025
14.1 C
Bhubaneswar

ବାରଙ୍ଗ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶ୍ରମିକଙ୍କୁ ପିଟି ପିଟି ହତ୍ୟା

କଟକ: କଟକ ଜିଲ୍ଲା ବାରଙ୍ଗ ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଶ୍ରମିକଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ଶ୍ରମିକ ଜଣକ ଏକ ବିଲ୍ଡର ସଂସ୍ଥାରେ କାମ କରୁଥିଲେ। ମଙ୍ଗଳବାର ରାତିରେ କିଛି ଦୁର୍ବୁତ୍ତ ତାଙ୍କୁ ମରଣାନ୍ତକ ଭାବେ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ମୃତକ କେନ୍ଦ୍ରାପଡା ଜିଲ୍ଲାର ତୁଫାନୀ ସାମଲ ବୋଲି ଜଣାପଡିଛି। ସେପଟେ ଘଟଣାକୁ ନେଇ ମୃତକଙ୍କ ପରିବାର ଲୋକ ବାରଙ୍ଗ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories