www.samajalive.in
Friday, December 5, 2025
23.1 C
Bhubaneswar

୨୦ରୁ ଖରିଫ ଧାନ କିଣା

ବରଗଡ : ଆସନ୍ତା ୨୦ ତାରିଖରୁ ବରଗଡ ଜିଲ୍ଲାରୁ ଖରିଫ୍ ଧାନ କିଣା ଆରମ୍ଭ ହେବ। ଧାନ ସଂରକ୍ଷଣ ପାଇଁ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା ହୋଇଛି। ଦୁଇ ବର୍ଷ ମଧ୍ୟରେ ୧୦୦ଟି ମଡେଲ ମଣ୍ଡି ପାଇଁ ନିଷ୍ପତି ହୋଇଛି। ପ୍ରଥମ ପର୍ଯ୍ୟାୟରେ ୩୮ଟି ମଡେଲ ମଣ୍ଡି ସ୍ଥାପନ ପାଇଁ ଟେଣ୍ଡର ହୋଇ କାର୍ଯ୍ୟ ଆରମ୍ଭ ହୋଇଛି। ଚଳିତ ଆର୍ଥିକ ବର୍ଷରେ ୮୦ ସମବାୟ ସମିତିରେ ୨୦୦ ମେଟ୍ରିକ୍ ଟନ୍ କ୍ଷମତା ବିଶିଷ୍ଟ ଗୋଦାମ ଗୃହ ନିର୍ମାଣ ପାଇଁ ୨୦ କୋଟିର ବ୍ୟବବରାଦ ହୋଇଛି। ୯ ହଜାର ୭୯୭୩ଟି ସମବାୟ ସମିତି ଆରଏମ୍‌ସିରେ ୫୧୬ କୋଟି ଟଙ୍କା ବ୍ୟୟରେ ଭିତ୍ତିଭୂମି ବିକାଶ ପାଇଁ କାର୍ଯ୍ୟ ଆରମ୍ଭ ହେବ। ଏ ନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି।

Hot this week

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

‘ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ’- ଅପରାଧୀଙ୍କୁ ଦିଆଯାଇନି ରାଜନୈତିକ ସଂରକ୍ଷଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂର୍ବ ସରକାରଙ୍କ ଅମଳରେ ଅପରାଧରେ ସମ୍ପୃକ୍ତ ରାଜନୈତିକ ବ୍ୟକ୍ତିଙ୍କୁ ସୁରକ୍ଷା...

Related Articles

Popular Categories