www.samajalive.in
Wednesday, December 10, 2025
14.1 C
Bhubaneswar

ବରଗଡ଼଼ ଧନୁଯାତ୍ରା ଅନୁଦାନ ରାଶି ୧୦ଲକ୍ଷରୁ ଏକ କୋଟିକୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ବରଗଡ଼଼ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଲାଗି ଅନୁଦାନ ରାଶି ବୃଦ୍ଧି କରାଯାଇଛି । ଅନୁଦାନ ରାଶି ୧୦ଲକ୍ଷରୁ ଏକ କୋଟିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ପ୍ରମୁଖ ୧୭୦ କଳାକାରଙ୍କୁ ୧୦ହଜାର ଲେଖାଏଁ ସମ୍ମାନ ରାଶି ମିଳିବ। ଧନୁଯାତ୍ରାକୁ ୟୁନେସ୍କୋ ଐତିହ୍ୟ ମାନ୍ୟତା ପାଇଁ ବିଶେଷଜ୍ଞ କମିଟି ଗଠନ ହୋଇଛି। ଧନୁଯାତ୍ରା ସମ୍ପର୍କିତ ସମସ୍ତ ତଥ୍ୟ ଲାଗି ସ୍ୱତନ୍ତ୍ର ୱେବସାଇଟ ହେବ। ରାଜ୍ୟବ୍ୟାପି ଏଲଇଡି ପରଦାରେ ଧନୁଯାତ୍ରାର ସିଧା ପ୍ରସାରଣ କରାଯିବ ବୋଲି ସୂଚନା ଦିଆଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories