www.samajalive.in
Sunday, December 7, 2025
18.1 C
Bhubaneswar

ମାଲବାହୀ ଟ୍ରେନ ଲାଇନଚ୍ୟୁତ

ବରଗଡ: ବରଗଡରେ ସୋବାର ଘରୋଇ କମ୍ପାନୀର ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଥିବା ନେଇ ଖବର ମିଳିଛି। ମେଣ୍ଢାପାଲି ନିକଟରେ ନିଜସ୍ୱ ଟ୍ରାକରେ ମାଲବାହୀ ଟ୍ରେନର ୫ଟି ବଗି ଲାଇନଚ୍ୟୁତ ହୋଇଛି। ଡୁଙ୍ଗୁରି ଚୂନପଥର ଖଣିରୁ ଆସିବା ବେଳେ ଏହି ଦୁର୍ଘଟଣା ଘଟିଛି। ଚୂନପଥର ଖଣିରୁ ସିମେଣ୍ଟ କାରଖାନା ଯାଉଥିଲା ମାଲବାହୀ ଟ୍ରେନ। ଦୁର୍ଘଟଣାରେ କେହି ଆହତ ହୋଇନଥିବା ନେଇ ସୂଚନା ମିଳିଛି।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories