www.samajalive.in
Saturday, December 13, 2025
21.1 C
Bhubaneswar

ବରଗଡ ଚିନିକଳ ଜମି ଇଡକୋକୁ ହସ୍ତାନ୍ତର ହେବ, ଆଗାମୀ ଦିନରେ ନୂତନ ଶିଳ୍ପ ପ୍ରତିଷ୍ଠା କରାଯିବ

ଭୁବନେଶ୍ବର: ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ ଶିଳ୍ପ ପ୍ରତିଷ୍ଠା କରିବାପାଇଁ ପଦକ୍ଷେପ ନେବ।

ସୂଚନାଯୋଗ୍ୟ ଯେ ଯନ୍ତ୍ରାଂଶ ରକ୍ଷଣାବେକ୍ଷଣ ଓ ମରାମତି ତଥା ନୂତନ ମେସିନ୍‌ ପାଇଁ ପାଣ୍ଠି ଅଭାବ ଏବଂ ଅନ୍ୟାନ୍ୟ ବିଭିନ୍ନ କାରଣ ପାଇଁ ଚିନିକଳରେ କାମ ବନ୍ଦ ରହିଥିଲା । ସେଥିପାଇଁ ଏହାର ଜମିକୁ ଇଡକୋକୁ ହସ୍ତାନ୍ତର କରି ନୂତନ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିଲେ।

- Advertisement -

ଏହି ନିଷ୍ପତ୍ତି ଅନୁଯାୟୀ ଚିନିକଳର ସମୁଦାୟ ୧୦୩.୨୧ ଏକର ଜମି ମଧ୍ୟରୁ ବିବାଦମୁକ୍ତ ୭୨.୧୨ ଏକର ଜମି ପାଇଁ ଇଡକୋ ୪୦.୬୮ କୋଟି ଟଙ୍କା ପ୍ରଦାନ କରିଛି । ବରଗଡର ଅତିରିକ୍ତ ଜିଲ୍ଲାପାଳ ତଥା ବରଗଡ କୋଅପରେଟିଭ ସୁଗାର ମିଲ୍‌ସର ଲିକ୍ୟୁଡେଟରଙ୍କୁ ଏହି ଟଙ୍କା ପ୍ରଦାନ କରାଯାଇଛି । ବାକି ସବୁ ଜମି ବିବାଦମୁକ୍ତ ହେବାପରେ ଇଡକୋକୁ ହସ୍ତାନ୍ତର କରାଯିବ।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories