www.samajalive.in
Monday, December 15, 2025
14.1 C
Bhubaneswar

ପିଜି ଛାତ୍ରୀଙ୍କୁ ବିଭାଗୀୟ ମୁଖ୍ୟଙ୍କ ଅସଦାଚରଣ ଅଭିଯୋଗ

ବାରିପଦା: ବାରିପଦା ଜିଲା ମହାରାଜା ପୂର୍ଣ୍ଣଚନ୍ଦ୍ର ସ୍ବୟଂ ଶାସିତ ମହାବିଦ୍ୟାଳୟ (ଏମପିସି) ର ଜଣେ ପିଜି ଛାତ୍ରୀଙ୍କୁ ବିଭାଗୀୟ ମୁଖ୍ୟ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି ।

ସୂଚନା ଅନୁଯାୟୀ, ଗତ ୧୫ ତାରିଖରେ ଏମପିସି କଲେଜର ବିଭାଗୀୟ ମୁଖ୍ୟ ଛାତ୍ରୀଙ୍କୁ ନିଜ ଅଫିସକୁ ଡାକି  ଅସଦାଚରଣ କରିଥିଲେ । ଏହାର ପ୍ରତିବାଦରେ ଗୁରୁବାର ଛାତ୍ରଛାତ୍ରୀ କଲେଜ ଗେଟରେ ତାଲା ପକାଇଥିଲେ। କଲେଜ ଅଧ୍ୟକ୍ଷା ଅଭିଯୁକ୍ତ ବିଭାଗୀୟ ମୁଖ୍ୟଙ୍କୁ ଅବ୍ୟାହତି ସହ ଛୁଟିରେ ଯିବାକୁ ଏବଂ ଅନ୍ୟାଦେଶ ପର୍ଯ୍ୟନ୍ତ କାର୍ଯ୍ୟରେ ଯୋଗ ନ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ କଲେଜ ଅଧ୍ୟକ୍ଷା ଉଚ୍ଚଶିକ୍ଷା ବିଭାଗ ସଚିବଙ୍କୁ ରିପୋର୍ଟ କରିଥିବା ଜଣାପଡିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories