www.samajalive.in
Saturday, December 6, 2025
14.1 C
Bhubaneswar

ସ୍ୱାମୀ ମାଡରେ ସ୍ତ୍ରୀ ମୃତ, ପୁଲିସର ତଦନ୍ତ ଆରମ୍ଭ

ମୟୂରଭଞ୍ଜ: ସ୍ୱାମୀ ମାଡରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ୧୨ ନମ୍ବର ୱାର୍ଡ ଅଞ୍ଚଳରେ । ପାରିବାରିକ କଳହକୁ ନେଇ ଏଭଳି ଘଟଣା ଘଟିଥିବା କୁହାଯାଉଛି । ମୃତ ମହିଳା ଜଣଙ୍କ ହେଲେ ଯମୁନା ସିଂ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories