www.samajalive.in
Saturday, December 6, 2025
26.1 C
Bhubaneswar

ଦୁଇ ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ, ୩ ଅଟକ

ବାରିପଦା: ଦୁଇ ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଲଜ୍ଜାଜନକ ଘଟଣା ଘଟିଛି। ଦୁଇ ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଦୁଇ ନାବାଳିକାଙ୍କ ମଧ୍ୟରୁ ଜଣେ ଅଷ୍ଟମ ଓ ଜଣେ ନବମ ଶ୍ରେଣୀରେ ପଢ଼ୁଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ ୨୨ ତାରିଖରେ ଦୁଇ ଜଣ ନାବାଳିକା ଯାତ୍ରା ଦେଖିବାକୁ ଯାଇଥିଲେ। ଏତିକିବେଳେ ୬ରୁ ୭ ଜଣ ଯୁବକ ଏକ ନିଛାଟିଆ ସ୍ଥାନକୁ ଉଭୟଙ୍କୁ ଟେକି ନେଇ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ପରେ ୩ ଜଣ ଯୁବକଙ୍କୁ ଥାନାରେ ଅଟକ ରଖାଯାଇଛି। ଏବଂ ଅନ୍ୟ ଅଭିଯୁକ୍ତଙ୍କୁ ପୁଲିସ୍‌ ଖୋଜୁଛି। ଦୁଇ ଅଭିଯୁକ୍ତ ହେଲେ ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ପୁର୍ଣ୍ଣଚନ୍ଦ୍ରପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ପୁଲିସ୍‌ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories