www.samajalive.in
Saturday, December 6, 2025
16.1 C
Bhubaneswar

ପୁଲିସ୍ ଗାଡି-ଆମ୍ବୁଲାନ୍ସ ଧକ୍କା: ହୋମ୍‌ଗାର୍ଡ ମୃତ

ମୟୁରଭଞ୍ଜ: ମୟୁରଭଞ୍ଜ ଉଦଳା ବାରିପଦା ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ସୋମବାର ବିଳମ୍ବିତ ରାତିରେ ଏକ ପୁଲିସ୍ ଭ୍ୟାନକୁ ୧୦୮ ଆମ୍ବୁୁଲାନ୍ସ ଧକ୍କା ଦେଇଛି। ଏଥିରେ ଜଣେ ହୋମଗାର୍ଡଙ୍କର ମୃତ୍ୟୁ ଘଟିଛି। ଆଇଆଇସିଙ୍କ ସମେତ ୪ ଜଣ ଗୁରୁତର ଭାବରେ ଆହତ ହୋଇଛନ୍ତି। ଗୁରୁତର ଆଇଆଇସିଙ୍କୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମୃତ ହୋମଗାର୍ଡ ହେଉଛନ୍ତି ଲକ୍ଷ୍ମୀଧର ମହନ୍ତ। ସୋମବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ପୁଲିସ୍ ଗାଡିଟି ସମ୍ପୂର୍ଣ୍ଣ ଚୂରମାର୍ ହୋଇଯାଇଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories