www.samajalive.in
Friday, December 5, 2025
27.1 C
Bhubaneswar

କାର୍‌ ଉପରେ ଓଲଟି ପଡିଲା ବସ୍‌

ବାରିପଦା : କାର୍‌ ଉପରେ ଓଲଟି ପଡିଲା ବସ୍। ୧୫ ଆହତ, ୪ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ। ବାରିପଦା ୪୯ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ୧୫ ଜଣଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି। ସମସ୍ତ ଆହତଙ୍କୁ ପିଆରଏମ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ଦମକଳବାହିନୀ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

Hot this week

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

Related Articles

Popular Categories