www.samajalive.in
Saturday, December 6, 2025
23.1 C
Bhubaneswar

ସ୍କୁଟି ଉପରେ ଚଢିଗଲା ଟ୍ରକ୍ : ଦୁଇ ସାଙ୍ଗ ମୃତ

ବାରିପଦା: ସ୍କୁଟି ଉପରେ ଚଢିଗଲା ଟ୍ରକ୍। ମର୍ମନ୍ତୁଦ ଦୁର୍ଘଟଣାରେ ଦୁଇ ସାଙ୍ଗଙ୍କର ଜୀବନ ଚାଲିଯାଇଛି। ସୋମବାର ବିଳମ୍ବିତ ରାତିରେ ବାରିପଦା ଏନଏଚ୍ ୧୮ ପାଲବଣି ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ମାନେ ସିରିସିବଣି ଗାଁର ବୋଲି ଜଣାପଡିଛି। ଟ୍ରକ୍‌କୁ ଜବତ କରି ପୁଲିସ୍ ଅଧିକ ଖୋଳତାଡ ଜାରି ରଖିଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories