www.samajalive.in
Saturday, December 6, 2025
17.1 C
Bhubaneswar

ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ : ସ୍ବେଚ୍ଛାକୃତ ରକ୍ତଦାନ ଶିବିର

ବାରିପଦା : ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୪ତମ ଶ୍ରାଦ୍ଧ ଦିବସ । ଏହି ଅବସରରେ ବାରିପଦାଠାରେ ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୯୪ତମ ଶ୍ରାଦ୍ଧ ଦିବସରେ ସମାଜ ପକ୍ଷରୁ ବାରିପଦା ଷ୍ଟାଡିୟମ ପରିସରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଚାଲିଛି । ଏଥିରେ ଏ ପର୍ୟ୍ୟନ୍ତ ୧୦୦ ରୁ ଉର୍ଦ୍ଧ୍ବ ରକ୍ତଦାତା ସେମାନଙ୍କର ନାମ ପଞ୍ଜିକରଣ କରାଇ ସାରିଲେଣି । ଆହୁରି ନାମ ପଞ୍ଜିକରଣ ଚାଲୁ ଅଛି ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories