www.samajalive.in
Monday, December 15, 2025
24.1 C
Bhubaneswar

ଥାନା ଘେରିଲେ ଗ୍ରାମବାସୀ

ବାରିପଦା: ମୟୁରଭଞ୍ଜ ଜିଲା ଅନ୍ତର୍ଗତ ବଡ଼ସାହି ଥାନା ପୁଲିସର ବିରୋଧରେ ଆନ୍ଦୋଳନ କଲେ ଗ୍ରାମବାସୀ। ବଡ଼ସାହି ଥାନା ଘେରିଲେ ଶତାଧିକ ଗ୍ରାମବାସୀ। ନାବାଳିକା ନିଖୋଜର ମାସକ ପରେ ବି ପୁଲିସ ଚୁପ ରହିଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ପୁଲିସ ମୁତୟନ ହୋଇଥିବାବେଳେ ଏସଡିପିଓ ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା ଜାରି ରଖିଛନ୍ତି।

Hot this week

ରାତିରେ ସ୍ଵେଟର ଏବଂ ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories