www.samajalive.in
Tuesday, December 9, 2025
16.1 C
Bhubaneswar

ପୂଜା ସାରି ଫେରିଲେ ମହିଳା, ଶରୀରକୁ ମୁଣ୍ଡରୁ ଅଲଗା କଲା ପଡୋଶୀ, ଏଥିପାଇଁ କଲା ହତ୍ୟା..

ବାରିପଦା : ପୂଜା ସାରି ଫେରିବା ବେଳେ ମହିଳାଙ୍କୁ ବୀଭତ୍ସ ହତ୍ୟା। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ବଡସାହି ଥାନା ନିଶ୍ଚିନ୍ତପୁର ଗାଁରେ ଗୁରୁବାର ଘଟିଛି। ମହିଳାଙ୍କୁ ତାଙ୍କ ପଡୋଶୀ ବୀଭତ୍ସ ଭାବେ ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁୁ ଜଣାପଡିଛି। କୁରାଢିରେ ହାଣି ମହିଳାଙ୍କ ଶରୀରରୁ ମୁଣ୍ଡକୁ ଅଲଗା କରି ଦେଇଛି।ଏହି ଘଟଣା ଅଞ୍ଚଳରେ ହଇଚଇ ସୃଷ୍ଟି କରିଛି। ଅଭିଯୁକ୍ତର ନାମ ବାବୁଲି ମହାକୁଡ। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଅଭିଯୁକ୍ତକୁ ପୁଲିସ ଗିରଫ କରି ପଚରାଉଚରା ଜାରି ରଖିଛି। ଗୁଣି ଗାରେଡି ସନ୍ଦେହରେ ମହିଳାଙ୍କୁ ହତ୍ୟା କରାଯାଇଛି ବୋଲି ସନ୍ଦେହ କରାଯାଉଛି।

ମାଈହାତୀର ମୃତଦେହ ଠାବ

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories