www.samajalive.in
Saturday, December 6, 2025
26.1 C
Bhubaneswar

ଜଳିଗଲା ଟମାଟୋ ବୋଝେଇ ଟ୍ରକ

ସମାଜ ଡିଜିଟାଲ ଡେସ୍କ: ବାରିପଦା ୧୮ ନମ୍ବର ଜାତୀୟ ରାଜପଥ ଝାରପୋଖରିଆ ଥାନା ମୁଣ୍ଡାକଟା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦ୍ରୁତ ଗତିରେ ଆସୁଥିବା ଟମାଟୋ ବେଝେଇ ଟ୍ରକଟି ଡିଭାଇଡରକୁ ଧକ୍କା ଦେଇ ଜଳିଯାଇଛି । ଫଳରେ ଟ୍ରକ ଡ୍ରାଇଭର ଜଣ ଓ ହେଲପର ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଦୁର୍ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଟ୍ରକଟି ସମ୍ପୂର୍ଣ୍ଣ ଜଳିଯାଇଥିବା ଦେଖିବାକୁ ମିଳିଛି ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories