www.samajalive.in
Wednesday, December 10, 2025
23.1 C
Bhubaneswar

ବାରୁଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ବର: ଢ଼େଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ବାରୁଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ଚେୟାରମ୍ୟାନ ହିମାଂଶୁ ଭୂଷଣ ମାହୁନ୍ତ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବାରୁଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକାଶ କୁମାର ସ୍ବାଇଁ, ବାରୁଆଁ ସରପଞ୍ଚ ସଞ୍ଜୟ କୁମାର ସେଠୀ ଓ ୱାର୍ଡମେମ୍ବର ଜ୍ୟୋତିର୍ମୟୀ ସ୍ବାଇଁ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରମାନେ ଉପସ୍ଥିତ ଥିଲେ।

Hot this week

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

Related Articles

Popular Categories