www.samajalive.in
Monday, December 15, 2025
26.1 C
Bhubaneswar

ବାଜା ବାଜିଲେ ଆମେ ବିଜେପି ପାଇଁ ନାଚିବୁ: ବସନ୍ତ ପଣ୍ଡା

ନୂଆପଡା: ନୂଆପଡା ଉପନିର୍ବାଚନକୁ ନେଇ ରାଜନୀତି ବେଶ ସରଗରମ ରହିଛି । ନୂଆପଡାରେ ବିଜେପର ଟାଣୁଆ ନେତା ବସନ୍ତ ପଣ୍ଡାଙ୍କ ଦବଦବା ଭଲ ଥିବା ବେଳେ ତାଙ୍କ ପୁଅ ଅଭିନନ୍ଦନ ପଣ୍ଡା ପ୍ରାର୍ଥୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା, ପରେ କିନ୍ତୁ ଜୟ ଢୋଲକିଆ ବିଜେପିରେ ମିଶିବା ପରେ ରାତନୈତିକ ସମୀକରଣ ବଦଳି ଯାଇଥିଲା । ଏବେ ନୂଆପଡାରୁ ଜୟ ଢୋଲକିଆ ପ୍ରାର୍ଥୀ ହେବା ନେଇ ସ୍ପଷ୍ଟ ହୋଇଛି, କେବଳ ଘୋଷଣା ବାକି ରହିଛି । ତେବେ ଏହି ଉପନିର୍ବାଚନରେ ବସନ୍ତ ପଣ୍ଡା ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ବୋଲି କହିଛନ୍ତି । ବସନ୍ତ ପଣ୍ଡାଙ୍କ ସହ ଅଧିକ ଆଲୋଚନା କରିଛନ୍ତି ଆମ ପ୍ରତିନିଧି ସୀମାଞ୍ଚଳ ମହାପାତ୍ର ।

 

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories