www.samajalive.in
Thursday, December 11, 2025
23.1 C
Bhubaneswar

ବଜ୍ରପାତରେ ୪ ମୃତ

ବସ୍ତା : ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳରେ ବଜ୍ରାଘାତରେ ୪ ଜଣ ପ୍ରାଣ ହରାଇଥିବାବେଳେ ୬ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରୁ ୨ ଜଣ ମହାଦେବସରାଇ ଗାଁର ଥିବା ବେଳେ, ଅନ୍ୟମାନେ ବେଲଗାଁ ଓ ପଣସପଡ଼ାର। ଆହତଙ୍କୁ ବସ୍ତା ଓ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସେମାନେ ସମସ୍ତେ ବିଲରେ ଧାନ ରୋଉଥିବାବେଳେ ବଜ୍ରପାତର ଶିକାର ହୋଇଥିବା ସୂଚନା ମିଳିଛି।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories