www.samajalive.in
Friday, December 12, 2025
27.1 C
Bhubaneswar

ସାର୍ଟ ଇସ୍ତ୍ରୀ କରୁଥିଲେ, ଚାଲିଗଲା ଯୁବକଙ୍କ ଜୀବନ

ବାସୁଦେବପୁର : ସାର୍ଟ ଇସ୍ତ୍ରୀ କରିବା ହେଲା କାଳ । ଇସ୍ତ୍ରୀ ଦେବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୄତ୍ୟୁ ଘଟିଛି । ମିଳିଥିବା ସୂଚନା ମୁତାବକ, ବାସୁଦେବପୁର ଥାନା ଅଧିନ ସୁଦର୍ଶନପୁର ପଞ୍ଚାୟତର ସୁଆଁ ଗ୍ରାମର ରାଜେଶ ମହାଳିକଙ୍କ ପୁଅ ରଶ୍ମିରଞ୍ଜନ(୧୯) ନିଜ ସାର୍ଟରେ ଆଇରନ ଦେଉଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ । ସଜ୍ଞାହୀନ ଅବସ୍ଥାରେ ପରିବାର ଲୋକେ ତାଙ୍କୁ ତୁରନ୍ତ ବାସୁଦେବପୁର ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ । ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୄତ ଘୋଷଣା କରିଥିଲେ ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories