www.samajalive.in
Sunday, December 7, 2025
26.1 C
Bhubaneswar

ବିଦ୍ୟୁତ ଆଘାତରେ କର୍ମଚାରୀ ମୃତ

ବାସୁଦେବପୁର : ବାସୁଦେବପୁର ଇରମସ୍ଥିତ ଆଡିଆରେ ଫାଲକନ ବିଦ୍ୟୁତ ଷ୍ଟ୍ରକଚରରେ କାମ କରୁଥିବା କର୍ମଚାରୀଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି।

ମୃତକଙ୍କ ନାମ ସୁବାସ ଚନ୍ଦ୍ର ବେହେରା(୩୭) ବୋଲି ଜଣାପଡ଼ିଛି। ଇରମ ତିଳଦା ଗାଁରେ ସୁବାସଙ୍କ ଘର। ଫାଲକନ ଫିଡ଼ରରେ କାମ କରୁଥିବା ବେଳେ ବିଦ୍ୟୁତ ଆଘାତରେ ସଂଜ୍ଞାହୀନ ହୋଇ ସେ ତଳେ ପଡିଯାଇଥିଲେ। କାମ କରୁଥିବା ସାଥୀମାନେ ତାକୁ ଉଦ୍ଧାର ପରେ ବାସୁଦେବପୁର ଡାକ୍ତର ଖାନାରେ ଚିକିତ୍ସା ପାର୍ଇ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories