www.samajalive.in
Saturday, December 6, 2025
26.1 C
Bhubaneswar

ମନ୍ତଇ ମୁହାଁଣରେ ବେଆଇନ ନିଲାମ ଅଭିଯୋଗ

ବାସୁଦେବପୁର : ବାସୁଦେବପୁର ବ୍ଲକ ବାଲିମେଦ ପଂଚାୟତ ଚାରିବଟିଆ କୋଷ୍ଟ କେନାଲର ମନ୍ତଇ ମୁହାଁଣକୁ ବେଆଇନ ନିଲାମ ଦିଆଯାଇଥିବା ସ୍ଥାନୀୟ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତହସିଲ ପରିସରରେ ସମବେତ ହୋଇ ପ୍ରତିବାଦ କରିବା ସହ ବିଚାର ପାଇଁ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories