www.samajalive.in
Friday, December 5, 2025
20.1 C
Bhubaneswar

ବେଆଇନ କରତକଳ ଉପରେ ଚଢ଼ାଉ

ବାସୁଦେବପୁର: ଆଜି ବାସୁଦେବପୁର ବନ ବିଭାଗ ପକ୍ଷରୁ କୁମାରପୁର ଠାରେ ଥିବା ବେଆଇନ କରତକଳ ଉପରେ ଚଢ଼ାଉ କରାଯାଇଛି। ଯନ୍ତ୍ରାଂଶ ସହ ଶହେ ସିପ୍ଟରୁ ଊର୍ଦ୍ଧ୍ବ କାଠ ବନ ବିଭାଗ ଜବତ କରିଛି । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଏହି ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ବନାଞ୍ଚଳ ଅଧିକାରୀ କପିଳେନ୍ଦ୍ର ପ୍ରଧାନଙ୍କ ସମେତ ବନବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ। ସକାଳ ସମୟରୁ ଏହି ଚଢ଼ାଉ ଆରମ୍ଭ ହୋଇ ମଧ୍ୟାହ୍ନ ପର୍ଯ୍ୟନ୍ତ ଚାଲିଥିଲା।

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories