www.samajalive.in
Saturday, December 6, 2025
23.1 C
Bhubaneswar

ମଧ୍ୟାହ୍ନ ଭୋଜନରେ ଜୋକ

ବାସୁଦେବପୁର : ବିଦ୍ୟାଳୟରେ ଉପସ୍ଥାନ ହାର ବଢାଇବା ପାଇଁ ମଧ୍ୟାହ୍ନଭୋଜନ ସହ ମାଗଣା ପାଠ୍ୟ ପୁସ୍ତକ,ଜୋତା ଓ ପୋଷାକ ଯୋଗାଇ ଦିଆଯାଉଛି। ମାତ୍ର ମଧ୍ୟାହ୍ନ ଭୋଜନ ସମୟରେ ଖାଇବା ଥାଳିରୁ ଜୋକ ବାହାରିବା ଘଟଣା ଦେଖିବାକୁ ମିଳିଛି ବାସୁଦେବପୁର ପୌରପାଳିକା ଅଧିନ ରାଧାନାଥପୁର ଗ୍ରାମର ଦିବାକର ମିଶ୍ର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଚତୁର୍ଥ ଶ୍ରେଣୀର ଛାତ୍ରୀ ସ୍ବାଗତିକା ମଳିକ ଥାଳିରୁ ଜୋକ ବାହାରିଥିବା ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପର୍ଶୁରାମ ସାହୁ କହିଛନ୍ତି।

କାଲି ସୁଦ୍ଧା ଲଘୁଚାପ କ୍ଷେତ୍ର! ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା..

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories